କଳିଙ୍ଗ ଷ୍ଟାଡିଅମ ରେ ଆୟୋଜିତ ହେବ ୭୦ତମ ଓଡ଼ିଶା ରାଜ୍ୟ ସିନିଅର ଆଥଲେଟିକ୍ସ ଚ୍ୟାମ୍ପିଅନ୍‌ଶିପ୍ ୨୦୨୪

ଭୁବନେଶ୍ୱର, ୧୬ ସେପ୍ଟେମ୍ବର ୨୦୨୪: ଓଡିଶା ସରକାରଙ୍କର କ୍ରୀଡା ଓ ଯୁବ ସେବା ବିଭାଗ, ଓଡିଶା ଆଥଲେଟିକ୍ସ ଅସୋସିଏସନ ର ଯୁଗ୍ମ ଉଦ୍ୟମ ରେ, ୭୦ତମ ଓଡ଼ିଶା ରାଜ୍ୟ ସିନିଅର ଆଥଲେଟିକ୍ସ ଚ୍ୟାମ୍ପିଅନ୍‌ଶିପ୍ ୨୦୨୪ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିଅମ୍‌ରେ ୧୮-୨୦ ସେପ୍ଟେମ୍ବର ୨୦୨୪ ମଧ୍ୟ ରେ ଅନୁଷ୍ଠିତ ହେବ। ଏହି ୩ ଦିନିଆ ପ୍ରତିଯୋଗିତା ରେ ୨୬୮ ମହିଳା ସମେତ ରାଜ୍ୟର ୩୦ ଟି ଜିଲ୍ଲାର ପ୍ରାୟ ୯୦୦ ରୁ ଅଧିକ ପ୍ରତିଯୋଗୀ ଅଂଶଗ୍ରହଣ କରିବେ। ଓଡ଼ିଶା-ରିଲାୟନ୍ସ…

Read More