ତୃଣମୂଳ ସ୍ତରରେ କ୍ରୀଡ଼ାପ୍ରତିଭାର ବିକାଶ ନିମନ୍ତେ ଆମେ ପ୍ରତିଶ୍ରୁତିବଦ୍ଧ : କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ

ଭୁବନେଶ୍ୱର, (୨୨/୧) : ରାଜ୍ୟରେ କ୍ରୀଡ଼ା ଓ କ୍ରୀଡ଼ାବିତମାନଙ୍କର ସାମଗ୍ରିକ ବିକାଶ ତଥା ତୃଣମୂଳ ସ୍ତରରେ କ୍ରୀଡ଼ାବିତମାନଙ୍କୁ ଏକ ସୁବର୍ଣ୍ଣ ସୁଯୋଗ ପ୍ରଦାନ କରିବା ସହ କ୍ରୀଡ଼ା ପ୍ରତିଭା ବିକାଶ କରିବା ନିମନ୍ତେ ଆରମ୍ଭ ହୋଇଯାଇଛି ସିଏମ ଟ୍ରଫି ଫୁଟବଲ ଚାମ୍ପିୟନସିପ୍ ପ୍ରତିଯୋଗିତା। ଓଡ଼ିଶା କ୍ରୀଡ଼ା ଓ ଯୁବସେବା ବିଭାଗ ଏବଂ ଫୁଟବଲ ଆସୋସିଏସନ୍‌ ଅଫ୍ ଓଡ଼ିଶାର ମିଳିତ ଆନୁକୂଲ୍ୟରେ ଏହି ପ୍ରତିଯୋଗିତା ଅନୁଷ୍ଠିତ ହେଉଛି। ସିଏମ ଟ୍ରଫି ଫୁଟବଲ ଚାମ୍ପିୟନସିପ୍ ପ୍ରତିଯୋଗିତା ୧୫ ବର୍ଷରୁ କମ୍…

Read More