ତୃଣମୂଳ ସ୍ତରରେ କ୍ରୀଡ଼ା ଭିତ୍ତିଭୂମି ଓ କ୍ରୀଡ଼ାପ୍ରତିଭା ବିକାଶ କରିବା ଆମ ଲକ୍ଷ୍ୟ : କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ

ଭୁବନେଶ୍ୱର (୧୨/୨): ଓଡ଼ିଶାର ସମସ୍ତ ବ୍ଲକରେ ଷ୍ଟାଡିୟମ ନିର୍ମାଣ କରିବା ପାଇଁ କ୍ୟାବିନେଟରେ ନିଷ୍ପତ୍ତି ହୋଇଛି। ଏହି ପରିପ୍ରେକ୍ଷୀରେ ବ୍ଲକ ଗୁଡ଼ିକରେ ହେବାକୁ ଥିବା ଷ୍ଟାଡିୟମ ନିମନ୍ତେ ଉପଯୁକ୍ତ ସ୍ଥାନ ନିରୂପଣ କରିବା ପାଇଁ ଆଜି କ୍ରୀଡ଼ା ଓ ଯୁବସେବା ବିଭାଗ ତରଫରୁ ଏକ ବୈଠକର ଆୟୋଜନ କରାଯାଇଥିଲା। କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିବା ଏହି ବୈଠକରେ ସମସ୍ତ ଜିଲ୍ଲାର ଜିଲ୍ଲାପାଳ, ଉପଜିଲ୍ଲାପାଳ ଓ ଜିଲ୍ଲା କ୍ରୀଡ଼ା ଅଧିକାରୀମାନେ ଆଭାସୀ ମାଧ୍ୟମରେ ଯୋଗଦେଇଥିଲେ।…

Read More