
୩୮ତମ ନ୍ୟାସନାଲ ଗେମ୍ସର ଓଡ଼ିଶାର ପଦକ ବିଜେତାଙ୍କୁ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ସମ୍ବର୍ଦ୍ଧନା
ସ୍ବର୍ଣ୍ଣ ପଦକ ପାଇଁ ୬ ଲକ୍ଷ, ରୌପ୍ୟ ପାଇଁ ୪ ଲକ୍ଷ ଏବଂ କାଂସ୍ୟ ପଦକ ପାଇଁ ୩ ଲକ୍ଷ ଟଙ୍କା ପୁରସ୍କାର ରାଶି ପ୍ରଦାନ ନ୍ୟାସନାଲ ଗେମ୍ସରେ ଓଡ଼ିଶାର ବିଜୟ ଯୁବକ୍ରୀଡ଼ାବିତଙ୍କ ପାଇଁ ପ୍ରେରଣାଦାୟୀ : ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ଭୁବନେଶ୍ୱର, (୨୨/୨): ୩୮ତମ ନ୍ୟାସନାଲ ଗେମ୍ସରେ ବିଜୟ ହାସଲ କରିଥିବା ଓଡ଼ିଶାର ସମସ୍ତ ପଦକ ବିଜେତାମାନଙ୍କୁ ଆଜି କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି। କଳିଙ୍ଗ ଷ୍ଟାଡିୟମ ଟେନିସ ସେଣ୍ଟର…