ତୃଣମୂଳ ସ୍ତରରେ କ୍ରୀଡ଼ା ଓ କ୍ରୀଡ଼ାବିତମାନଙ୍କର ସାମଗ୍ରିକ ବିକାଶ କରିବା ହେଉଛି ଆମର ପ୍ରାଥମିକତା : କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ

ଭୁବନେଶ୍ୱର, (୩/୩/୨୫): ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମ ଠାରେ ଆଜି କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅଧ୍ୟକ୍ଷତାରେ କ୍ରୀଡ଼ା ଓ ଯୁବସେବା ବିଭାଗର ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂରଜ ଆଗାମୀ ଦିନରେ ବ୍ଲକ ସ୍ତରରେ ନିର୍ମାଣ ହେବାକୁ ଥିବା ଷ୍ଟାଡିୟମ ସମ୍ବନ୍ଧୀୟ ମାଷ୍ଟର ପ୍ଲାନର ସମୀକ୍ଷା କରିବା ସହିତ ତୃଣମୂଳ ସ୍ତରରେ କିପରି କ୍ରୀଡ଼ାର ବିକାଶ କରାଯାଇପାରିବ ସେ ସମ୍ବନ୍ଧରେ ସବିସ୍ତୃତ ଆଲୋଚନା କରିଥିଲେ। କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂରଜ କହିଛନ୍ତି…

Read More

କାନଭାସ ପକ୍ଷରୁ ରାଉରକେଲା ଦିବସ।ଦୌଡିଲା ରାଉରକେଲା

ରାଉରକେଲା: (ବ୍ୟୁରୋ ) ରାଉରକେଲା ସ୍ଥାପନା ଦିବସ ଉପଲକ୍ଷେ ସ୍ଥାନୀୟ ସେକ୍ଟର-୧୩ ମେଲଣ ପଡ଼ିଆରୁ ସେକ୍ଟର-୧୯ ଆମ୍ବବାଗନ ଛକ ପର୍ଯ୍ୟନ୍ତ କାନଭାସ ପକ୍ଷରୁ ଏକ ଗଣ ଦୌଡ ଆୟୋଜିତ ହୋଇଯାଇଛି। ଏହି ଗଣ ଦୌଡ ରେ ୧ ହଜାର ରୁ ଉର୍ଦ୍ଧ୍ୱ ମହିଳା ଓ ପୁରୁଷ ଭାଗ ନେଇଥିଲେ। ସକାଳ ୭ ଟା ସମୟରେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ପୂର୍ବତନ ମନ୍ତ୍ରୀ ଦିଲୀପ ରାୟ , ରଘୁନାଥ ପଲ୍ଲୀ ବିଧାୟକ ଦୁର୍ଗା ଚରଣ ତନ୍ତୀ ଓ ରାଉରକେଲା…

Read More