ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମ ଠାରେ ଅନୁଷ୍ଠିତ ହେଉଛି କଳିଙ୍ଗ ସୁପର କପ୍ ଫୁଟବଲ୍‌ ଟୁର୍ଣ୍ଣାମେଣ୍ଟ। ଆଜି ଟୁର୍ଣ୍ଣାମେଣ୍ଟର ଦ୍ଵିତୀୟ ଦିନରେ ଦୁଇଟି ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି।

ପ୍ରଥମ ମ୍ୟାଚଟି ଏଫସି ଗୋଆ ଏବଂ ଗୋକୁଲମ୍ କେରଳ ଏଫସି ମଧ୍ୟରେ ଅନୁଷ୍ଠିତ ହୋଇଥିଲା ଏବଂ ଏହି ମ୍ୟାଚରେ ଏଫସି ଗୋଆ ଟିମ୍ ବିଜୟ ହାସଲ କରିଥିଲେ। ସେହିପରି ଭାବରେ ଆଜିର ଦ୍ଵିତୀୟ ମ୍ୟାଚଟି ଓଡ଼ିଶା ଏଫସି ଏବଂ ପଞ୍ଜାବ ଏଫସି ଟିମ୍ ମଧ୍ୟରେ ଅନୁଷ୍ଠିତ ହୋଇଥିବାବେଳେ ପଞ୍ଜାବ ଏଫସି ଟିମ୍ ଏହି ମ୍ୟାଚ୍‌ରେ ବିଜୟୀ ହୋଇଥିଲେ। ଆଜିର ଏହି ଦ୍ଵିତୀୟ ଦିନର ମ୍ୟାଚ୍‌ରେ ଓଡ଼ିଶା ଶିଳ୍ପ, ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ବିଭାଗର ମନ୍ତ୍ରୀ…

Read More

କଳିଙ୍ଗରେ ଆରମ୍ଭ ହେଲା କଳିଙ୍ଗ ସୁପର କପ୍ ଫୁଟବଲ୍ ପ୍ରତିଯୋଗିତା।

ଭୁବନେଶ୍ଵର, (୨୦ ଅପ୍ରେଲ) ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମ ଠାରେ ଆଜି ବହୁ ପ୍ରତିକ୍ଷୀତ କଳିଙ୍ଗ ସୁପର କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଆରମ୍ଭ ହୋଇଯାଇଛି। ଏହି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଆସନ୍ତା ମେ’ ମାସ ୩ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଆଜି ପ୍ରଥମ ଦିନରେ କେରଳ ବ୍ଲାଷ୍ଟରସ୍ ଏଫ. ସି ଏବଂ ଇଷ୍ଟ ବେଙ୍ଗଲ ଏଫ. ସି ମଧ୍ୟରେ ମ୍ୟାଚ୍ ଅନୁଷ୍ଠିତ ହୋଇଥିଲା ଏବଂ କେରଳ ବ୍ଲାଷ୍ଟରସ୍ ଏଫ. ସି ଆଜିର ଏହି ଓପନିଙ୍ଗ ମ୍ୟାଚ୍‌ରେ ବିଜୟୀ…

Read More

ତୃଣମୂଳ ସ୍ତରରେ କ୍ରୀଡ଼ା ପ୍ରତିଭାର ବିକାଶ କରିବ ଖେଲୋ ଇଣ୍ଡିଆ ସେଣ୍ଟର: କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ

“ଭୁବନେଶ୍ଵର,(୨୦ ଅପ୍ରେଲ) ଆଜି କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରାଳୟ ଏବଂ ଓଡ଼ିଶା କ୍ରୀଡ଼ା ଓ ଯୁବସେବା ବିଭାଗର ମିଳିତ ଆନୁକୂଲ୍ୟରେ ଓଡ଼ିଶାର ୩୦ଟି ଜିଲ୍ଲାରେ ୩୦ଟି ଖେଲୋ ଇଣ୍ଡିଆ ସେଣ୍ଟରର ଉଦଘାଟନ କରାଯାଇଛି।ରାଜ୍ୟରେ ତୃଣମୂଳ ସ୍ତରରେ କ୍ରୀଡ଼ା ଭିତ୍ତିଭୂମିର ବିକାଶ ହେବା ସହିତ ଓଡ଼ିଶାର ପ୍ରତିଟି ଜିଲ୍ଲାରେ ଯେପରି କ୍ରୀଡ଼ା ପ୍ରତିଭା ବିକଶିତ ହୋଇପାରିବ ସେ ଲକ୍ଷ୍ୟ ନେଇ ଖେଲୋ ଇଣ୍ଡିଆ ସେଣ୍ଟରର ନିର୍ମାଣ କରାଯାଇଛି। ଖେଲୋ ଇଣ୍ଡିଆ ସେଣ୍ଟର ମାନଙ୍କରେ କ୍ରୀଡ଼ାବିତମାନଙ୍କୁ ଉପଯୁକ୍ତ…

Read More

ଆନ୍ତର୍ଜାତୀୟ ହକି ରୁ ଅବସର ନେଲେ ବନ୍ଦନା ।

ରାଉରକେଲା: (୧.ଅପ୍ରେଲ) ଉତ୍ତରପ୍ରଦେଶ ରୋସନାବାଦ ଗ୍ରାମର ଏକ ଗରିବ ପରିବାର ରେ ଜନ୍ମିତ ଝିଅ ବନ୍ଦନା କାଟରିଆ (୩୨))। ଫରୱାର୍ଡ ଖେଳାଳି ହିସାବରେ ଭାରତ ପାଇଁ ଅନେକ ଆନ୍ତର୍ଜାତିକ ହକି ପ୍ରତିଯୋଗୀତା ଖେଳି ଭାରତକୁ ପଦକ ଜିତାଇବାରେ ମୁଖ୍ୟ ଭୂମିକା ଗ୍ରହଣ କରିଛନ୍ତି। ନିଜର ହକି କେରିୟର ଭିତରେ ୩୨୦ ଟି ଆନ୍ତର୍ଜାତିକ ମ୍ୟାଚ୍ ଖେଳି ୯୮ ଟି ଗୋଲ କରି ଏକ ନୂଆ କୀର୍ତ୍ତିମାନ ସ୍ଥାପନ କରିବା ସହିତ ପଦ୍ମଶ୍ରୀ ପୁରସ୍କାର ମଧ୍ୟ ହାସଲ କରିଛନ୍ତି।…

Read More