ଜାତୀୟସ୍ତରର ପ୍ରତିଯୋଗତା ଶେଷ: ଜାଲିଆତି ସମ୍ପର୍କିତ ଅଭିଯୋଗ ଅସମାପ୍ତ : ଅଲମ୍ପିକ ସଂଘ ଓ କ୍ରୀଡା ବିଭାଗକୁ ହସ୍ତକ୍ଷେପ ପାଇଁ ଦାବି।

ରାଉରକେଲା(୧୮-୧୧-୨୫)ଅବ୍ୟବସ୍ଥା ଓ ଜାଲିଆତି ଭିତରେ ଶେଷ ହୋଇଛି ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟ ସମୂହର ଜାତୀୟ କ୍ରୀଡା ପ୍ରତିଯୋଗିତା। ଚଳିତ ମାସ ୧୧ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼ ଜିଲ୍ଲାର ରାଉରକେଲା, ରାଜଗାଙ୍ଗପୁର ଓ ସୁନ୍ଦରଗଡର ବିଭିନ୍ନ ସ୍ଥାନରେ ଏକଲବ୍ୟ ମଡେଲ ସ୍କୁଲ୍‌ର ଜାତୀୟସ୍ତରର କ୍ରୀଡା ପ୍ରତିଯୋଗିତା ଅନୁଷ୍ଠତ ହୋଇ ଶେଷ ହୋଇଯାଇଛି। ଏହି ପ୍ରତିଯୋଗିତା କୁ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ଉଦଘାଟନ କରିଥିବା ବେଳେ ମୂଖ୍ୟମନ୍ତ୍ରୀ ମୋହନ ଚରଣ ମାଝି…

Read More

ଜାତୀୟସ୍ତରର ପ୍ରତିଯୋଗତା ଆୟୋଜନରେ ଚରମ ଅବ୍ୟବସ୍ଥା ଓ ଜାଲିଆତି : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ହସ୍ତକ୍ଷେପ ଦାବି

ଅବ୍ୟବସ୍ଥା ଓ ଜାଲିଆତି ଭିତରେ ଚାଲିଛି ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟ ସମୂହର ଜାତୀୟ କ୍ରୀଡା ପ୍ରତିଯୋଗିତା। ଚଳିତ ମାସ ୧୧ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼ ଜିଲ୍ଲା ର ରାଉରକେଲା , ରାଜଗାଙ୍ଗପୁର ଓ ସୁନ୍ଦରଗଡ ର ବିଭିନ୍ନ ସ୍ଥାନରେ ଏକଲବ୍ୟ ମଡେଲ ସ୍କୁଲ୍‌ର ଜାତୀୟସ୍ତରର କ୍ରୀଡା ପ୍ରତିଯୋଗିତା ଆୟୋଜିତ ହେଉଛି। ଏହି ପ୍ରତିଯୋଗିତା କୁ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ଉଦଘାଟନ କରିଥିଲେ। ଏଥିରେ ହେଉଥିବା ବିଭିନ୍ନ କ୍ରୀଡ଼ାରେ ଭାଗ…

Read More

ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ଅବସରରେ ଗଣ ଦୌଡ଼ ଅନୁଷ୍ଠିତ

ଜିଲ୍ଲାର ସମସ୍ତ କାର୍ଯ୍ୟାଳୟରେ ଅନୁଷ୍ଠିତ ହେଲା ଏକତା ଶପଥ ପାଠ ସୁନ୍ଦରଗଡ଼, ୩୧/୧୦/୨୫: ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ତଥା ରାଷ୍ଟ୍ରୀୟ ଏକତା ଦିବସ ପାଳନ ଅବସରରେ ସୁନ୍ଦରଗଡ଼ଠାରେ ଆୟୋଜିତ ହୋଇଯାଇଅଛି ଏକ ଗଣଦୌଡ଼।ଏହି ଅବସରରେ ଓଡ଼ିଶା ବିଧାନ ସଭାର ମାନ୍ୟବର ଉପ ବାଚସ୍ପତି ତଥା ମାନ୍ୟବର ବିଧାୟକ ତଳସରା ଶ୍ରୀ ଭବାନୀ ଶଙ୍କର ଭୋଇ, ସୁନ୍ଦରଗଡ଼ ପୌର ପରିଷଦର ଅଧ୍ୟକ୍ଷା ଶ୍ରୀମତୀ ତନୟା ମିଶ୍ର, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁରଜ ପଟ୍ଟନାୟକ, ସୁନ୍ଦରଗଡ଼ ବିଜେପି…

Read More

କଳିଙ୍ଗ ଷ୍ଟାଡ଼ିୟମରେ ଆୟୋଜିତ ହେବ ୨୮ତମ ଆଇଆଇଟିଏଫ-ଏଟିଟିୟୁ ଏସୀୟ ଟେବୁଲ ଟେନିସ୍‌ ଟିମ୍ ଚାମ୍ପିୟନସିପ୍

ଭୁବନେଶ୍ୱର୧୦ ଅକ୍ଟୋବର, ୨୦୨୫ ଆସନ୍ତାକାଲି ଠାରୁ ଅର୍ଥାତ୍‌ ଅକ୍ଟୋବର ୧୧ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ଆଇଆଇଟିଏଫ-ଏଟିଟିୟୁ ଏସୀୟ ଟେବୁଲ ଟେନିସ୍‌ ଟିମ୍ ଚାମ୍ପିୟନସିପ୍‌ର ଆୟୋଜନ ଭୁବନେଶ୍ୱର କଳିଙ୍ଗ ଷ୍ଟାଡ଼ିୟମ୍ ଆଥଲେଟିକ୍ସ ସେଣ୍ଟର ଠାରେ କରାଯିବ। ଅନ୍ତର୍ଜାତୀୟ ଟେବୁଲ ଟେନିସ୍‌ ମହାସଂଘ, ଭାରତୀୟ ଟେବୁଲ ଟେନିସ୍ ମହାସଂଘ, ଏସିଆନ୍‌ ଟେବୁଲ ଟେନିସ୍ ୟୁନିୟନ, ଓଡ଼ିଶା ଟେବୁଲ ଟେନିସ୍ ଆସୋସିଏସନ ଏବଂ ଓଡ଼ିଶା କ୍ରୀଡ଼ା ଓ ଯୁବସେବା ବିଭାଗର ମିଳିତ ଆନୁକୂଲ୍ୟରେ ଏହି ପ୍ରତିଯୋଗିତାର ଆୟୋଜନ କରାଯିବ। ଦୀର୍ଘ…

Read More

କଳିଙ୍ଗ ଷ୍ଟାଡ଼ିୟମରେ ଆୟୋଜିତ ହେବ ୪୦ତମ ନ୍ୟାସନାଲ ଜୁନିୟର ଆଥଲେଟିକ୍ସ ଚାମ୍ପିୟନସିପ୍

ଭୁବନେଶ୍ୱର୯ ଅକ୍ଟୋବର, ୨୦୨୫ ଭାରତୀୟ ଆଥଲେଟିକ୍ସ ମହାସଂଘ, ଓଡ଼ିଶା ଆଥଲେଟିକ୍ସ ସଂଘ ଏବଂ ଓଡ଼ିଶା କ୍ରୀଡ଼ା ଓ ଯୁବସେବା ବିଭାଗର ମିଳିତ ଆନୁକୂଲ୍ୟରେ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡ଼ିୟମ ଠାରେ ୪୦ତମ ନ୍ୟାସନାଲ ଜୁନିୟର ଆଥଲେଟିକ୍ସ ଚାମ୍ପିୟନସିପ୍‌ର ଆୟୋଜନ କରାଯିବ। ଅକ୍ଟୋବର ୧୦ ତାରିଖ ଠାରୁ ଅକ୍ଟୋବର ୧୪ ତାରିଖ ପର୍ଯ୍ୟନ୍ତ ଏହି ପ୍ରତିଯୋଗିତା ଅନୁଷ୍ଠିତ ହେବ। ପ୍ରତିଯୋଗିତାରେ ବିଭିନ୍ନ ରାଜ୍ୟରୁ ପ୍ରାୟ ୨୦୦୦ କ୍ରୀଡ଼ାବିତ୍‌ ଅଂଶଗ୍ରହଣ କରିବେ। ଓଡ଼ିଶାରୁ ୩୮ଜଣ ପୁରୁଷ ଏବଂ ୩୭ଜଣ ମହିଳା…

Read More

ଜାତୀୟ ବାସ୍କେଟ୍ ବଲ ଚାମ୍ପିଅନସିପରେ ଦିଲ୍ଲୀ , କେରଳ, ପୁଡୁଚେରୀ ର ସ୍ବର୍ଣ୍ଣ ପଦକ ସହିତ ଓଡ଼ିଶା ମହିଳା ଙ୍କ ରୌପ୍ୟ ଓ କାଂସ୍ୟ ପଦକ ହାସଲ।

ଭୁବନେଶ୍ୱର, ୯.୧୦.୨୫: ସ୍ୱତନ୍ତ୍ର ଅଲିମ୍ପିକ୍ସ ଭାରତ ଦ୍ୱାରା ଆୟୋଜିତ ମହିଳା ଜାତୀୟ ବାସ୍କେଟ ବଲ୍ ପ୍ରତିଯୋଗିତା ଉଦଯାପିତ ହୋଇ ଯାଇଛି । ଚଳିତ ୫ ରୁ ୯ ତାରିଖ ପର୍ଯ୍ୟନ୍ତ ଖୋର୍ଦ୍ଧାର କେଟି ଗ୍ଲୋବାଲ୍ ସ୍କୁଲରେ ଅନୁଷ୍ଠିତ ହୋଇଥିବା ଏହି ଜାତୀୟ ବାସ୍କେଟ୍ ବଲ ଚମ୍ପିଆନ ସିପରେ ଓଡ଼ିଶା ମହିଳା ଦଳ ଦୁଇଟି ବର୍ଗ ଏଫ୍ ୩ ଓ ଏଫ୍ ୨ ରେ ଯଥାକ୍ରମେ ରୌପ୍ୟ ଓ କାଂସ୍ୟ ପଦକ ହାସଲ କରିଛନ୍ତି। ଉଭୟ ଦଳଗୁଡ଼ିକ ଦକ୍ଷତା…

Read More

ବାସ୍କେଟବଲ୍ ଜାତୀୟ ଚାମ୍ପିଅନସିପ୍ ଉଦଘାଟିତ।

ଭୁବନେଶ୍ୱର, ୬-୧୦-୨୫.: ଭୁବନେଶ୍ୱର ସ୍ତିତ କେଟି ଗ୍ଲୋବାଲ୍ ସ୍କୁଲ ପରିସରରେ ଥିବା କ୍ରିକେଟ୍ ଗ୍ରାଉଣ୍ଡରେ ବରୁଣେଇ ପାହାଡ଼ର ମନୋରମ ପୃଷ୍ଠଭୂମିରେ ଆୟୋଜିତ ହୋଇଛି ସ୍ପେଶାଲ ଅଲମ୍ପିକ୍ସ ର ବସ୍କେଟ ବଲ ପ୍ରତିଯୋଗୀତା । ଏହି ପ୍ରତିଯୋଗୀତାରେ ବିଭିନ୍ନ ରାଜ୍ୟରୁ ୨୫୦ କ୍ୟାମ୍ପର (ପ୍ରତିଯୋଗୀ )ଭାଗ ନେଇଛନ୍ତି।ଏକ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଦ୍ବାରା ଆଜି ଏହି ଜାତୀୟ ପ୍ରତିଯୋଗୀତା ର ଶୁଭ ଉଦଘାଟନୀ ଉତ୍ସବ ପାଳିତ ହୋଇଯାଇଛି । ପ୍ରାୟ 16 ଟି ରାଜ୍ୟର ଖେଳାଳି, ପ୍ରଶିକ୍ଷକ, ଅଂଶୀଦାର, ଅଧିକାରୀ…

Read More

କଳିଙ୍ଗ ଷ୍ଟାଡ଼ିୟମ ଏବଂ ଓଡ଼ିଶା ରାଜ୍ୟ ସଂଗ୍ରହାଳୟ ବୁଲି ଦେଖିଲେ ଶ୍ରୀଲଙ୍କା ଅଧିକାରୀ

ଭୁବନେଶ୍ୱର୨୮ ଅଗଷ୍ଟ,୨୦୨୫ ଓଡ଼ିଶା ଗସ୍ତରେ ଆସିଥିବା ଶ୍ରୀଲଙ୍କାର ଅଧିକାରୀମାନେ ଆଜି କଳିଙ୍ଗ ଷ୍ଟାଡ଼ିୟମ ଏବଂ ଓଡ଼ିଶା ରାଜ୍ୟ ସଂଗ୍ରହାଳୟ ପରିଦର୍ଶନରେ ଯାଇଥିଲେ। ଏହି ଅବସରରେ ଶ୍ରୀଲଙ୍କା ଦେଶର ଅଧିକାରୀମାନେ କଳିଙ୍ଗ ଷ୍ଟାଡ଼ିୟମରେ ରହିଥିବା ସ୍ପୋର୍ଟ୍ସ ସାଇନ୍ସ ସେଣ୍ଟର, ଆଥଲେଟିକ୍ସ ଷ୍ଟାଡ଼ିୟମ, ହକି ଷ୍ଟାଡ଼ିୟମ, ଭାରତ୍ତୋଳନ, ସନ୍ତରଣ, ବ୍ୟାଡ଼ମିଣ୍ଟନ, ସୁଟିଙ୍ଗ, ଜିମ୍ନାଷ୍ଟିକ୍ସ ହାଇ ପରଫର୍‌ମାନ୍ସ ସେଣ୍ଟର ଆଦି ବୁଲି ଦେଖିଥିଲେ। ଶ୍ରୀଲଙ୍କାର ଅଧିକାରୀମାନେ ଅତ୍ୟାଧୁନିକ କ୍ରୀଡ଼ା ଭିତ୍ତିଭୂମିର ଭୂୟସୀ ପ୍ରଶଂସା କରିବା ସହିତ ଓଡ଼ିଶାରେ ହୋଇଥିବା ବିଭିନ୍ନ ଅନ୍ତର୍ଜାତୀୟ…

Read More