ତୃଣମୂଳ ସ୍ତରରେ କ୍ରୀଡ଼ା ପ୍ରତିଭାର ବିକାଶ କରିବ ଖେଲୋ ଇଣ୍ଡିଆ ସେଣ୍ଟର: କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ
“ଭୁବନେଶ୍ଵର,(୨୦ ଅପ୍ରେଲ) ଆଜି କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରାଳୟ ଏବଂ ଓଡ଼ିଶା କ୍ରୀଡ଼ା ଓ ଯୁବସେବା ବିଭାଗର ମିଳିତ ଆନୁକୂଲ୍ୟରେ ଓଡ଼ିଶାର ୩୦ଟି ଜିଲ୍ଲାରେ ୩୦ଟି ଖେଲୋ ଇଣ୍ଡିଆ ସେଣ୍ଟରର ଉଦଘାଟନ କରାଯାଇଛି।ରାଜ୍ୟରେ ତୃଣମୂଳ ସ୍ତରରେ କ୍ରୀଡ଼ା ଭିତ୍ତିଭୂମିର ବିକାଶ ହେବା ସହିତ ଓଡ଼ିଶାର ପ୍ରତିଟି ଜିଲ୍ଲାରେ ଯେପରି କ୍ରୀଡ଼ା ପ୍ରତିଭା ବିକଶିତ ହୋଇପାରିବ ସେ ଲକ୍ଷ୍ୟ ନେଇ ଖେଲୋ ଇଣ୍ଡିଆ ସେଣ୍ଟରର ନିର୍ମାଣ କରାଯାଇଛି। ଖେଲୋ ଇଣ୍ଡିଆ ସେଣ୍ଟର ମାନଙ୍କରେ କ୍ରୀଡ଼ାବିତମାନଙ୍କୁ ଉପଯୁକ୍ତ…
